Latest Odisha News

BREAKING NEWS

ରଣବୀର କପୁର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ଦୈନିକ କରୋନା ମାମଲାରେ ବୃଦ୍ଧି ଘଟିଥିବା ଦେଖିବାକୁ ମିଳିଛି। ଏଥିପାଇଁ ସରକାର ପର୍ଯ୍ୟାୟକ୍ରମେ ଟିକା ବିକଶିତ ଦିଗରେ ଧ୍ୟାନ ଦେଉଥିବା ବେଳେ ଲୋକଙ୍କୁ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଭଳି ପ୍ରୋଟୋକଲ ଅନୁସରଣ କରିବାକୁ…

ଗେଷ୍ଟହାଉସରୁ ଭଲିବଲ୍ କୋଚଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଇନଫୋସିଟିରେ ଥିବା ଏକ ଗେଷ୍ଟହାଉସରୁ ଜଣେ ଭଲିବଲ ପ୍ରଶିକ୍ଷକ ରାଜେଶ ତିୱାରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ସୂଚନା ଅନୁଯାୟୀ, ରାଜେଶ ଭୋପାଳର ବାସିନ୍ଦା ହୋଇଥିଲା ବେଳେ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ୬୯ ତମ ସିନିୟର…

୨୪ ବର୍ଷ ପରେ ଯୁଦ୍ଧପୋତରେ ମହିଳା ଅଧିକାରୀ

ନୂଆଦିଲ୍ଲୀ: ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତୀୟ ନୌସେନା ଯୁଦ୍ଧ ଜାହାଜରେ ମହିଳା ଅଧିକାରୀ ନିୟୋଜିତ ହୋଇଛନ୍ତି। ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତୀୟ ନୌସେନା ଏକ ଭିଡିଓ ଜାରି କରିଥିଲା। ଯେଉଁଥିରେ ଆଇଏନଏସ୍ ଶକ୍ତିରେ ପୋଷ୍ଟ ହୋଇଥିବା ଦୁଇ ମହିଳା ଅଧିକାରୀଙ୍କ ସମ୍ପର୍କରେ…

ଦେଶରେ ୨୪ ଘଣ୍ଟାରେ ୧୫ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୭୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୧,୧୨,୪୪,୭୮୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ଶିବରାତ୍ରି ପାଇଁ ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତ ଓ ପୋଲିସ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଦିନେ ପରେ ମହାଶିବରାତ୍ରି । ଏକାମ୍ର କ୍ଷେତ୍ରରେ କୋଭିଡ୍ କଟକଣା ଭିତରେ ପାଳନ ହେବ । ତାପୂର୍ବରୁ ଲିଙ୍ଗରାଜ ମନ୍ଦିର ସେବାୟତ ଓ ପୋଲିସ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଟ । ଆଜି କୋଭିଡ୍ ଟେଷ୍ଚ କରାଯିବ । ଗତକାଲି ଶିବରାତ୍ରି ନେଇ ବସିଥିବା ସମନ୍ୱୟ କମିଟି ବୈଠକରେ ଏହି…

ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଆଜି ଦାୟିତ୍ୱ ନେବେ ଟୁଇନ୍ ସିଟିର ନୂଆ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତକାଲି ତାଙ୍କୁ ନୂଆ ନିଯୁକ୍ତି ମିଳିଥିଲା । ୧୯୯୫ ବ୍ୟାଚ୍‌ ଆଇପିଏସ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହା ପୂର୍ବରୁ କ୍ରାଇମବ୍ରାଞ୍ଚର ଏଡିଜି ଥିଲେ । ନିଯୁକ୍ତି ମିଳିବା ପରେ ନୂଆ ପୋଲିସ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି ରାଉରକେଲା ଭିଜିଲାନ୍ସ ଡିଭିଜନର ଟିମ୍ ।…

ପୁରୀ ଲୋକନାଥ ମନ୍ଦିରରେ ଆଜି ପଙ୍କୋଦ୍ଧାର ଏକାଦଶୀ ନୀତି

ପୁରୀ: ପୁରୀ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଆଜି ଅନୁଷ୍ଠିତ ହେବ ପଙ୍କୋଦ୍ଧାର ଏକାଦଶୀ ନୀତି । କୋଭିଡ କଟକଣା ଭିତରେ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଏହି ନୀତି ସମ୍ପନ୍ନ ହେବ । ଗମ୍ଭୀରା ଭିତରକୁ ପ୍ରବେଶ କରି ଦର୍ଶନ ଉପରେ କଟକଣା ଜାରି ହୋଇଛି । ମନ୍ଦିରଠାରୁ ୨୦୦ମିଟର…

ଟାଇମ୍ସ ନାଓ-ସିଭୋଟର୍ ଓପିନିଅନ୍ ପୋଲ: ବେଙ୍ଗଲରେ ଦିଦି, ଆସାମରେ କାଣ୍ଟେ କା ଟକ୍କର

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟ ନିର୍ବାଚନରେ କେଉଁଠି କିଏ ଗଢ଼ିବ ସରକାର ? ପ୍ରଚାର ମୈଦାନ ଏବେ କମ୍ପୁଛି । ଏହାରି ଭିତରେ ସାମନାକୁ ଆସିଛି ଟାଇମ୍ସ ନାଓ-ସିଭୋଟର ଓପିନିଅନ୍ ପୋଲ୍ । ପଶ୍ଚିମବଙ୍ଗରେ ଦିଦି ପୁଣି ଗଢ଼ିବେ ସରକାର । ମମତା ବାନାାର୍ଜୀଙ୍କ ନେତୃତ୍ୱରେ ବେଙ୍ଗଲରେ ଟିଏମସି କ୍ଷମତା…

ଜେଇଇ ମେନ୍: ଓଡ଼ିଶାରୁ ଟପ୍ପର ହେଲେ ଗୌତମ ଦାସ

ଭୁବନେଶ୍ୱର: ଓଡ଼ିଶାର ଗୌତମ ଦାସ ୯୯.୯୯ ପ୍ରତିଶତ ମାର୍କ ରଖି ଜେଇଇ ମେନରେ ରାଜ୍ୟ ଟପ୍ପର ହୋଇଛନ୍ତି। ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ବି.ଇ ଓ ବି.ଟେକ୍ ପାଇଁ କରାଯାଇଥିବା ଏହି ପରୀକ୍ଷାର ପେପର-୧ରେ ୯୯.୯୯୯୦୩୫୭ ଏନଟିଏ ସ୍କୋର…