Latest Odisha News

BREAKING NEWS

ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ସୋଆ ଉପସଭାପତି ଶାସ୍ୱତୀ ଦାସଙ୍କ ଉପସ୍ଥିତିରେ କାର୍ଯ୍ୟରତ ମହିଳାମାନେ ଏହି ଦିବସକୁ ପାଳନ କରିଛନ୍ତି। ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ଏହି ଦିବସକୁ କେକ୍ କାଟି ପାଳନ…

ଟ୍ୱିନ୍ ସିଟିର ନୂଆ ପୋଲିସ କମିଶନର ହେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର । ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ନୂତନ ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ୧୯୯୫ ବ୍ୟାଚର ଏହି ଆଇପିଏସ୍ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ନୂଆ ନିଯୁକ୍ତି ନେଇ ଗୃହ ବିଭାଗ…

ବିଶ୍ଵ ମହିଳା ଦିବସରେ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ନିର୍ମିତ ସାମଗ୍ରୀ ପ୍ରଦର୍ଶନ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଶ୍ଵ ମହିଳା ଦିବସ ପାଳିତ ହୋଇଛି । ଭଦ୍ରକ ସହରର ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଆୟୋଜିତ ମହିଳା ଶୋଭାଯାତ୍ରାକୁ ଭଦ୍ରକ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାରେ ବିଭିନ୍ନ ମହିଳା ସଂଗଠନର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୮ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଝାରସୁଗୁଡ଼ାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଅର୍ଚ୍ଚିତା ଯାଦୁ ଜାଣିଛନ୍ତି, କାହିଁକି ଏମିତି କହିଲେ ସବ୍ୟସାଚୀ

ଭୁବନେଶ୍ୱର: ପ୍ରେମ, ବିବାହ ପରେ ବି ସବ୍ୟ-ଅର୍ଚ୍ଚିତାଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ସସପେନ୍ସ ବାହାଘର ପରେ ଅର୍ଚ୍ଚିତା ଯାଦୁ (ମ୍ୟାଜିକ୍) ଜାଣିଥିବା କହିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଅର୍ଚ୍ଚିତାଙ୍କୁ ପ୍ରଶଂସା…

ସାବାଡ୍ ହେବେ ଚେନ୍ ଲୁଟେରା, ସ୍ବତନ୍ତ୍ର ସ୍କ୍ୱାର୍ଡ ଗଠନ କଲା କମିଶନରେଟ୍ ପୋଲିସ

ଭୁବନେଶ୍ୱର: ଚେନ୍ ଲୁଟେରାଙ୍କୁ ସାବାଡ୍ କରିବା ଲାଗି କମିଶନରେଟ୍ ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି। ଏନେଇ ସୋମବାର ଦିନ ସୂଚନା ଦେଇଛନ୍ତି ଡିସିପି ଉମା ଶଙ୍କର ଦାସ। ଆହୁରି ମଧ୍ୟ ଡିସିପି କହିଛନ୍ତି ଯେ ଥାନାରେ ପ୍ରତ୍ୟେକ ସ୍କ୍ୱାର୍ଡ ଜଣେ କିମ୍ବା ଦୁଇଜଣ…

ଗ୍ଲୋବାଲ୍‍ ୱେଷ୍ଟର୍ଣ୍ଣ ଓଡ଼ିଶା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ଭୁବନେଶ୍ୱର: ନାରୀ ଶାନ୍ତି, ମୈତ୍ରୀ, ପ୍ରୀତି, ଶକ୍ତି ଓ ସମୃଦ୍ଧିର ଓଜସ୍ୱିନୀ ଉତ୍ସ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତପ୍ରକାଶ କରିଛନ୍ତି । ମହିଳାଙ୍କୁ ସଠିକ ସୁବିଧା, ସୁଯୋଗ ଓ ସାକାରାତ୍ମକ ସମର୍ଥନ ମିଳେ ତେବେ ସମାଜରେ ଶ୍ରେଷ୍ଠତ୍ୱ ହାସଲ କରିବା ସେମାନଙ୍କ ପକ୍ଷରେ ସହଜସାଧ୍ୟ ବ୍ୟାପାର…

ଓସାକ୍ସରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱର: ସୁସ୍ଥ ସମାଜ ଗଠନ କ୍ଷେତ୍ରରେ ମହିଳାମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ନାରୀମାନଙ୍କ ଭିତରେ ଥିବା ସୁପ୍ତ ଶକ୍ତିକୁ ଜାଗ୍ରତ କରି ଏକ ଶକ୍ତିଶାଳୀ ଓ ବଳିଷ୍ଠ ସମାଜ ଗଠନ କରିବା ପାଇଁ ଆହୁରି ଅଧିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର…

ଓଲିଉଡକୁ ଫେରିଲେ ଆର୍ଯ୍ୟନ୍

ଭୁବନେଶ୍ୱର: ଫିଲ୍ମ “ଯୋଗୀ”ରେ ସାଜିଥିଲେ ମୁଖ୍ୟ ନାୟକ । ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ ବି କରିଥିଲେ । ହେଲେ ହଠାତ୍ କୌଣସି କାରଣ ପାଇଁ ଓଡିଆ ଚଳଚ୍ଚିତ୍ର ଦୁନିଆରୁ ଉଭାନ୍ ହୋଇଯାଇଥିଲେ । ତେବେ ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ପୁଣିଥରେ ସେ ଓଲିଉଡକୁ ଫେରିଛନ୍ତି । ଏଠି ଆମେ ଅନ୍ୟ କାହା କଥା…

ଭାଇରାଲ୍ ପୋଷ୍ଟମୋର୍ଟମ: ବିସିସିଆଇ ଛାଡି ରାଜନୀତିରେ ପାଦ ଥାପିବେ କି ସୌରଭ ଗାଙ୍ଗୁଲି ?

ଭୁବନେଶ୍ୱର: ଅଭିନେତାରୁ ନେତା ସାଜିଛନ୍ତି ବଲିଉଡର ଦାଦା ମିଥୁନ ଚକ୍ରବର୍ତ୍ତୀ । ଆଉ ଏବେ ବିସିସିଆଇ ପ୍ରେସିଡେଣ୍ଟ ସୌରଭ ଗାଙ୍ଗୁଲିଙ୍କ ନାଁ ସାମ୍ନାକୁ ଆସିଛି । ଏପରିକି ତାଙ୍କ ନାଁରେ ପୋଷ୍ଟର ବି ସୋସିଆଲ୍ ମିଡିଆରେ ଘୁରିବୁଲୁଛି । ହେଲେ ଗୋଟିଏ ନୁହେଁ ବରଂ ଏକାଧିକ ରାଜନୈତିକ ଦଳର…