ହାଇକୋର୍ଟ ଗୁରୁତ୍ଵପୂର୍ଣ୍ଣ ରାୟ: ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀ ନେଇ ପାରିବେ ପ୍ରସବ କାଳୀନ ଛୁଟି
କଟକ: ଏଣିକି ଚୁକ୍ତିଭିତ୍ତିକ ମହିଳା କର୍ମଚାରୀମାନେ ନେଇ ପାରିବେ ପ୍ରସବ କାଳୀନ ଛୁଟି। ଏହି ରାୟ ଦେଇଛନ୍ତି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ। ପୂର୍ବରୁ ଏକ ଆବେଦନର ଶୁଣାଣି କରି ହାଇକୋର୍ଟଙ୍କ ଜଣକିଆ ଖଣ୍ଡପୀଠ ଅନୁରୂପ ରାୟ ଦେଇ ଚୁକ୍ତିଭିତ୍ତିକ ମହିଳାଙ୍କୁ ପ୍ରସବକାଳୀନ ଛୁଟିରୁ ବଞ୍ଚିତ…