ବାଲୁକା କଳାରେ ଗାନ୍ଧୀ ଜୟନ୍ତୀ; ସତ୍ୟାଗ୍ରହରୁ ସ୍ୱଚ୍ଛାଗ୍ରହର ନାରା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଆଜି ହେଉଛି ୧୫୧ ତମ ଜନ୍ମ ଦିବସ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀର ସ୍ୱର୍ଣ୍ଣିମ ବେଳାଭୂମିରେ ତିଆରି କରିଛନ୍ତି ଗାନ୍ଧିଜୀଙ୍କ ପ୍ରତିମା।
ନିଜ ସ୍ୱତନ୍ତ୍ର ଢ଼ଙ୍ଗରେ ସେ ଗାନ୍ଧୀଜୀଙ୍କ…