Latest Odisha News

BREAKING NEWS

ରାଜ୍ୟରେ ପୁଣି ବଢ଼ିଲା ବସ ଭଡ଼ା, ସାଧାରଣ ଓ ଏକ୍ସପ୍ରେସ ବସ ଭଡ଼ା କିମି ପିଛା ୫ ପଇସା ବୃଦ୍ଧି 

କଟକ: ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।  ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍…

ମଣ୍ଡି ସମସ୍ୟାକୁ ନେଇ ଆସିକା- ଭଞ୍ଜନଗର ରାସ୍ତା ଅବରୋଧ କଲେ ଚାଷୀ

ଆସିକା: ରାଜ୍ୟରେ ମଣ୍ଡି ସମସ୍ୟା ବଢ଼ିବାରେ ଲାଗିଛି । ଧାନ ମଣ୍ଡିରେ ନିଆ ଯାଉନଥିବା ଅଭିଯୋଗ ହେଉଛି । ଏହାକୁ ନେଇ ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ କେନ୍ଦୁପଦରଠାରେ ଥିବା ମୁଖ୍ୟ ରାସ୍ତାରେ ଆଜି ଶତାଧିକ ଚାଷୀ ରାସ୍ତା ଅବରୋଧ କରିଛନ୍ତି । ବହୁ ଦିନ ଧରି ଆସିକା ଅଞ୍ଚଳର ଚାଷୀଙ୍କ ଅମଳ…

ବାରହା ଆକ୍ରମଣରେ ୭ ଆହତ

ସାନଖେମୁଣ୍ଡି: ବାରହା ଆକ୍ରମଣରେ ୭ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଲକ୍ ସଦର ଥାନା ଅନ୍ତର୍ଗତ ପୋଚିଲି ଗାଁର ଚନ୍ଦ୍ରମଣୀପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଅନୁସାରେ, ଗାଁର କିଛି ଲୋକ ନିଜ ନିଜର କ୍ଷେତକୁ ମୁଗ ଆଣିବା ପାଇଁ ଯାଇଥିଲେ । ସେଠାରେ ବାରହା…

କେନ୍ଦ୍ରାପଡ଼ାରେ ଷ୍ଟିଲ୍ ପ୍ଲାଣ୍ଟ କରିବ ଆର୍ସେଲର ମିତ୍ତଲ, ରାଜ୍ୟ ସରକାରଙ୍କ ସହ ଏମ୍‌ଓୟୁ ସ୍ୱାକ୍ଷରିତ 

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ୍ ପ୍ଲାଣ୍ଟ କରିବ ଆର୍ସେଲର ମିତ୍ତଲ । ତିଆରି ହେବ ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା । ଏନେଇ ରାଜ୍ୟ ସରକାରଙ୍କ ସହ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି । ୫୦ ହଜାର କୋଟି ବ୍ୟୟରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ବର୍ଷକୁ ୧୨ ମିଲିୟନ ଟନ୍‌ ଷ୍ଟିଲ୍…

ଦାଦା ପୁଅ ଭାଇ ସହ ପ୍ରେମ ସମ୍ପର୍କକୁ ନେଇ ଝିଅକୁ ହତ୍ୟା କଲା ବାପା, କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା ଅଭିଯୁକ୍ତ 

ହରଦୋଇ: ଉତ୍ତରପ୍ରଦେଶର ହରଦୋଇ ଜିଲ୍ଲାରେ ଏକ ଛାତିଥରା ଦୃଶ୍ୟ ସାମନାକୁ ଆସିଛି । ଜଣେ ବାପା ନିଜ ଝିଅର ମୁଣ୍ଡକାଟି ହତ୍ୟା କରିବା ପରେ କଟାମୁଣ୍ଡକୁ ହାତରେ ଧରି ଥାନାରେ ପହଁଞ୍ଚିଥିଲା । ଏହି ଭୟଙ୍କର ଦୃଶ୍ୟ ଦେଖି ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ଝିଅର ପ୍ରେମ ପ୍ରସଙ୍ଗକୁ ନେଇ…

ସମ୍ବଲପୁର ହୁମା ବକ୍ର ମନ୍ଦିରରେ ହେବନି ଶିବରାତ୍ରି ମେଳା

ସମ୍ୱଲପୁର: କରୋନା ଯୋଗୁଁ ଏବର୍ଷ ସମ୍ୱଲପୁର ଜିଲ୍ଲାର ହୁମା ବକ୍ର ମନ୍ଦିରରେ ଶିବରାତ୍ରି ମେଳା ହେବ ନାହିଁ । ପ୍ରଶାସନ ଓ ଯାତ୍ରା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବଭଳି ମନ୍ଦିରରେ ରୀତିନୀତି ଅନୁସାରେ କେବଳ ବାବା ବିମଳେଶ୍ୱରଙ୍କ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ପ୍ରବେଶ ଓ…

ବରମୁଣ୍ଡା ପେଟ୍ରୋଲ ପମ୍ପରେ ଅପମିଶ୍ରିତ ପେଟ୍ରୋଲ ମିଳିବା ଘଟଣା : ଟାଙ୍କିରେ ଫରେନସିକ୍‌ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ୱର: ବରମୁଣ୍ଡା ପେଟ୍ରୋଲ ପମ୍ପରୁ ଅପମିଶ୍ରିତ ପେଟ୍ରୋଲ ମିଳିବା ଘଟଣା । ପେଟ୍ରୋଲ ପମ୍ପରେ ତଦନ୍ତ ଆରମ୍ଭ କରିଛି ଫେରନସିକ୍‌ ଟିମ୍‌ । ପେଟ୍ରୋଲ ଓ ଡିଜେଲର ନମୁନା ଯାଞ୍ଚ କରାଯାଉଛି । ଗତକାଲି ଅପମିଶ୍ରିତ ପେଟ୍ରୋଲ ନେଇ ଗ୍ରାହକଙ୍କ ଅଭିଯୋଗ ପରେ ପମ୍ପରେ ଉତ୍ତେଜନା ଦେଖାଦେଇଥିଲା ।…

କଟକଣା ଭିତରେ ଏବର୍ଷ କପିଳାସ ଜାଗର ଯାତ୍ରା

ଢେଙ୍କାନାଳ: ଚଳିତବର୍ଷ ଢେଙ୍କାନାଳ ଜିଲ୍ଲାର ପ୍ରମୁଖ ଶୈବପୀଠ କପିଳାସରେ କୋଭିଡ୍ କଟକଣା ଭିତରେ ଅନୁଷ୍ଠିତ ହେବ ଜାଗତ ଯାତ୍ରା । ଜିଲ୍ଲା ଓ ରାଜ୍ୟ ବାହାର ଭକ୍ତଙ୍କୁ କପିଳାସ ଆସିବାକୁ ବାରଣ କରାଯାଇଛି । ଜିଲ୍ଲାର ଭକ୍ତ କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇ ମହାଦେବଙ୍କୁ ଦର୍ଶନ କରିପାରିବେ ।…

ଓବିସି ସର୍ଭେ ଓ ସଂରକ୍ଷଣକୁ ନେଇ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର: ଓବିସି ସର୍ଭେ ଓ ସଂରକ୍ଷଣ ପ୍ରସଙ୍ଗରେ ବିଜେପି-ବିଜେଡି ମଧ୍ୟରେ ତେଜିଛି ବାକଯୁଦ୍ଧ । ଆଜି ପ୍ରେସମିଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାରେ ପଛୁଆ ବର୍ଗ ଲୋକଙ୍କୁ ସାମ୍ବିଧାନିକ ଅଧିକାର ଦିଆଯାଉ । ଓବିସିଙ୍କ ପାଇଁ କେନ୍ଦ୍ରୀୟ ବ୍ୟବସ୍ଥାରେ ୧୦%…

କରୋନା କାଳରେ ଭାରତର ୨୫ କୋଟି ପିଲାଙ୍କ ଶିକ୍ଷା ଉପରେ ପ୍ରଭାବ ପଡ଼ିଛି: UNICEF

ନୂଆଦିଲ୍ଲୀ: ମହାମାରୀ କୋଭିଡ୍ ସମୟରେ ସମସ୍ତ ପିଲାଙ୍କ ପାଖରେ ଶିକ୍ଷା ପହଞ୍ଚିଥିବା ସରକାର ଦାବି କରୁଛନ୍ତି । କିନ୍ତୁ ୟୁନିସେଫ୍ (UNICEF) ଜାରି କରିଥିବା ରିପୋର୍ଟ ଅନ୍ୟ କିଛି କହୁଛି । ରିପୋର୍ଟ ଅନୁସାରେ, ମହାମାରୀ ଓ ଲକଡାଉନ୍ ପାଇଁ ୨୦୨୦ରେ ୧.୫ ମିଲିୟନ୍ ସ୍କୁଲ୍ ବନ୍ଦ ରହିଥିଲା ।…