ପୁରୀ ଜିଲ୍ଲାରେ କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆରଡିସି
ପୁରୀ: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ପୁରୀ ଜିଲ୍ଲାରେ କୋଭିଡ ପରିସ୍ଥିତିର ସମୀକ୍ଷା କରିଛନ୍ତି । ଜିଲ୍ଲା ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ପରିସରରେ ଆୟୋଜିତ ସମୀକ୍ଷା ବୈଠକରେ ଶ୍ରୀ ସାମଲ ଜିଲ୍ଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଅବଗତ ହେବା…