ରାଜ୍ୟରୁ ସୁସ୍ଥ ହେଲେ ୩୮୯୬ କରୋନା ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୯୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଖୋର୍ଦ୍ଧାରୁ ସର୍ବାଧିକ ୬୫୭, କଟକରୁ ୪୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରୁ ୨୨୬ ଜଣ, ଅନୁଗୁଳରୁ ୨୧୭ ଜଣ,…