ଆଜି ସବ୍ୟସାଚୀ-ଅର୍ଚ୍ଚିତାଙ୍କ ବାହାଘର; ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର: ଓଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବାହାଘର ହେବାକୁ ଯାଉଛି। ଓଡ଼ିଆ ସିନେମା ଜଗତର ଦୁଇ ସୁପରହିଟ ଯୋଡ଼ି ସୋମବାର ଦିନ ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି।
…