ମାର୍ଚ୍ଚରୁ ଆରମ୍ଭ ହୋଇପାରେ ପ୍ରୟାଗରାଜ-ଭୁବନେଶ୍ୱର ବିମାନ ସେବା
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରୁ ଭୁବନେଶ୍ୱରରୁ ଉତ୍ତରପ୍ରଦେଶର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ପ୍ରୟାଗରାଜକୁ ବିମାନ ଯୋଗେ ଯାତ୍ରା କରିବାର ସମ୍ଭାବନା ରହିଛି।
ସୂଚନା ଅନୁଯାୟୀ, ଇଣ୍ଡିଗୋ ଏୟାରଲାଇନ୍ସ ମାର୍ଚ୍ଚ ୨୮ରୁ ପ୍ରୟାଗରାଜରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବାର…