ଭୁବନେଶ୍ବର : ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସରେ ବନ୍ଦ ହେଲା ପ୍ୟାଣ୍ଟ୍ରି କାର୍ ସେବା । ଆଜିଠାରୁ ପୁରୀରୁ ଛାଡ଼ିବାକୁ ଥିବା ୦୨୮୦୧/୦୨୮୦୨ ପୁରୁଷୋତ୍ତମ ଏକ୍ସପ୍ରେସରେ ବନ୍ଦ ହୋଇଛି ପ୍ୟାଣ୍ଟ୍ରି କାର୍ ସେବା । ସେହିପରି ଦିଲ୍ଲୀରୁ ଛାଡ଼ିବାକୁ ଥିବା ପୁରୁଷୋତ୍ତମ ଏକ୍ସପ୍ରେସରେ ୩୦ ତାରିଖରୁ ପ୍ୟାଣ୍ଟ୍ରି କାର୍ ସେବା ବନ୍ଦ କରିବାକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ତେଣୁ ଏହି ଏକ୍ସପ୍ରେସରେ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ନିଜ ନିଜ ଖାଦ୍ୟ ବ୍ୟବସ୍ଥା କରି ଯାତ୍ରା କରିବାକୁ ପରାମର୍ଶ ଦିଆଯାଇଛି । ଏନେଇ ସୂଚନା ଦେଇଛି ଇଷ୍ଟକୋଷ୍ଟ ରେଲୱେ । ଦିନକୁ ଦିନ କରୋନାର ପ୍ରକୋପ ବଢ଼ି ଚାଲିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ଯାତ୍ରୀମାନେ ଟ୍ରେନ୍ ଯାତ୍ରା ସମୟରେ ନିଜ ଖାଦ୍ୟପେୟର ବ୍ୟବସ୍ଥା କରିବାକୁ କୁହାଯାଇଛି ।
BREAKING NEWS
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି

Comments are closed.