ଗଜପତି: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ସଟଡାଉନ୍ କରାଯାଇଛି । ଜିଲ୍ଲାପାଳ ଅନୁପମ୍ ଶାହା ଏପରି ପଦକ୍ଷେପ ନେଇଛନ୍ତି। ଆସନ୍ତା ଶୁକ୍ର, ଶନି ଓ ରବିବାର ସଟ୍ଡାଉନ୍ ସମୟରେ ସମସ୍ତ ଜରୁରୀକାଳିନ ସେବା ଜାରି ରହିବା ସହିତ ପାରଳାଖେମୁଣ୍ଡିକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରାଯିବ। ଏଥିସହିତ ସଟଡାଉନ୍ ଚାଲିଥିବା ବେଳେ ୬୦ଟି ମେଡିକାଲ ଟିମ୍ ଦ୍ୱାରା ସହରରେ ସ୍କ୍ରିନିଂ କରାଯିବ।
BREAKING NEWS
- Puri Police: ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଆଣ୍ଟି-ସ୍ନାଚିଂ ଅଭିଯାନ ଜାରି; ରଥଯାତ୍ରାରୁ ୧୦୩ ସ୍ନାଚର ଗିରଫ, ୨୦୩ମୋବାଇଲ ଉଦ୍ଧାର
- ଆରପାରିରେ କ୍ରିକେଟ ଇତିହାସର ମହାନ ଅଲରାଉଣ୍ଡର
- ବିପଦ ସଙ୍କେତ ଉପରେ ସାପୁଆ ଓ ବଡ଼ଜୋରା ନଈ;ପୋଲ ଉପରେ ୩ଫୁଟ ପାଣି
- ନାବାଳକୁ ଉଲଗ୍ନ କରି ନିର୍ଘାତ ମାଡ଼, ଥାନାରେ ଏତଲା ଦେଲେ ପରିବାର
- ସୋନମ୍ ୱାଂଙ୍ଗଚୁକଙ୍କ ଆମରଣ ଅନଶନ ପ୍ରତି ସମର୍ଥନ ଜଣାଇ ପ୍ରତିବାଦ କରିବ ନାଗରିକ ସମାଜ
- Amrit Bharat Station:ନୂଆ ରୂପ ପାଇଲା ଓଡ଼ିଶାର ୭ ରେଳ ଷ୍ଟେସନ;ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
- ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ
- ରଥଯାତ୍ରାରେ ଭକ୍ତଙ୍କ ସେବାରେ TPCODL;୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇଲା
- Puri Rath Yatra 2026:ପୁରୀରେ ଅତ୍ୟଧିକ ଭିଡ଼କୁ ଦେଖି ଡିଜିପିଙ୍କର ଅନୁରୋଧ;ବୃଦ୍ଧ-ଶିଶୁଙ୍କୁ ଆଣନି
- ଚୟନ କମିଟିଙ୍କ ନିଷ୍ପତି ଉପରେ ପ୍ରଶ୍ନ ଉଠାଇଲେ ଅଶ୍ୱୀନ
Comments are closed.