ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଲେ ପାରୁଲ ପଟୁଆରୀ । ଆଜି ସକାଳେ ଜଗତସିଂହପୁର ସର୍କିଟ ହାଉସରେ ପହଞ୍ଚିବା ପରେ ସେଠାରେ କିଛି ସମୟ ରହିଥିଲେ । ଏହାପରେ ସେଠାରୁ ଯାଇ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ । ନୂଆ ଜିଲ୍ଲାପାଳ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିଥିଲେ ଜଗତସିଂହପୁର ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ଓ ବିଭାଗୀୟ ଅଧିକାରୀ । ନୂତନ ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ ସମସ୍ତ ଅଧିକାରୀ । ଏହାପରେ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ନୂତନ ଜିଲ୍ଲାପାଳ ପାରୁଲ ପଟୁଆରୀଙ୍କୁ ଦାୟିତ୍ବ ହସ୍ତାନ୍ତର କରିଥିଲେ ।
BREAKING NEWS
- ଦୁଇ ବର୍ଷରେ ସାପକାମୁଡ଼ାରେ ଏହି ଜିଲ୍ଲାରେ ଗଲାଣି ୮୯ରୁ ଅଧିକ ଜୀବନ; ପାଲଟିଛି ଚିନ୍ତାର ବିଷୟ
- ଦିନକ ପରେ ରାକ୍ଷୀ ବାନ୍ଧିଥାନ୍ତେ ରକ୍ଷା ପାଇଁ…ହେଲେ ଭକ୍ଷକ ସାଜିଲା ଭାଇ, ଦୁଇ ଭଉଣୀଙ୍କୁ ଗୁଳି କରି ମାରିଲା…
- Cuttack Bali Yatra: ଉଭୟ ଉପର, ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ
- MMDR ସଂଶୋଧିତ ଆଇନକୁ ନେଇ ବିରୋଧୀଙ୍କ ଜୋରଦାର ବିରୋଧ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା କଂଗ୍ରେସ, କଟାକ୍ଷ କଲା ବିଜେପି
- Asia Rugby Emirates Sevens Series: ଏସିଆ ରଗ୍ବୀ ସେଭେନ୍ସ ସିରିଜ୍ ପାଇଁ ଭାରତୀୟ ଦଳIଘୋଷଣା; ୬ ଓଡ଼ିଆ ଖେଳାଳି ସାମିଲ
- Nepal Flood: ନେପାଳରେ ପ୍ରକୃତିର କରାଳ ରୂପ, ଭୟଙ୍କର ବନ୍ୟାରେ ଧୋଇଗଲା ପୂରା ଗାଁ, ୧୦୫ ଭାରତୀୟ ନିଖୋଜ…
- ଅଗଷ୍ଟ ୨୮ରେ ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେଉଁଠି ହେବ ଦୃଶ୍ୟମାନ…
- ସିଲେକ୍ସନ ନୁହେଁ ଏଥର ଓସିଏରେ ନିର୍ଵାଚନ !
- Maoist Dump: ଜଙ୍ଗଲରୁ ମାଓବାଦୀ ଡମ୍ପ ଠାବ;ଦେଶୀ ବନ୍ଧୁକ, ଆଇଡି ଓ ବିସ୍ଫୋରକ ଜବତ
- ନେପାଳରେ ଭୟଙ୍କର ବନ୍ୟା; ଦେଖୁଦେଖୁ ଭାସିଗଲା ଘର ଓ ପାୱାର ପ୍ରୋଜେକ୍ଟ

Comments are closed.