ଚିଲିକା: ଉଦ୍ଧାର ହେଲେ ଚିଲିକା ମଝି ଭସାପୋଲରେ ଫସିଥିବା ଯାତ୍ରୀ । ବସ୍ ଓ କାର୍ ସମେତ ପ୍ରାୟ ୭୦ରୁ ୮୦ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଚିଲିକା ଡେଭଲପମେଂଟ ଅଥରିଟି ସିଇଓ ସୁନିତା ନନ୍ଦ ।
ସୂଚନା ଯୋଗ୍ୟ ଯେ, ଚିଲିକାରେ ପ୍ରବଳ ବର୍ଷା ଯୋଗୁଁ ଜହ୍ନିକୁଦାରୁ ସାତପଡା ଆସିବା ବେଳେ ଭସାପୋଳରେ ଚିଲିକା ମଝିରେ ପ୍ରାୟ ୭୦ ରୁ ୮୦ ଯାତ୍ରୀ ଫସି ରହିଥିଲେ । ଏଥିସହ ଗୋଟିଏ ବସ୍ ସହ କାର୍ ଓ ବାଇକ ମଧ୍ୟ ଫସିଥିଲା । ପ୍ରବଳ ବର୍ଷା ଓ ପବନ୍ ଯୋଗୁଁ ସେମାନଙ୍କୁ ଉଦ୍ଧାର କରିବା ମୁସକିଲ ହୋଇପଡିଥିଲା । ହେଲେ ଶେଷରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାପଡିଛି ।
BREAKING NEWS
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

Comments are closed.