Latest Odisha News

BREAKING NEWS

ପାତାଳୀ ଶ୍ରକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା । ଆଜି ବିନା ଭକ୍ତରେ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି l ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ ଜଗତର ନାଥ ଜଗନ୍ନାଥଙ୍କ ପୀଠରେ ତିନି ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା ହୋଇଯାଇଛି । ଏଥିରେ ପାତାଳୀ ଶ୍ରୀକ୍ଷେତ୍ର ସେବାୟତ ମାନଙ୍କ ଦ୍ଵାରା ଶ୍ରୀ ମନ୍ଦିର ରିତିକାନ୍ତିରେ ଦେବସ୍ନାନ ହୋଇଛି l

ଆଜି ଭୋର୍ ସକାଳୁ ୧୦୮ କୁମ୍ଭ ସୁବାସିତ ଜଳ ନେଇ ମହାପ୍ରଭୁଙ୍କ ସ୍ନାନ ନୀତି ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ରାଜ୍ୟ ସରକାରଙ୍କ କୋଭିଡ଼ କଟକଣାକୁ ମାନି ସେବାୟତ ମାନେ ମହାପ୍ରଭୁଙ୍କ ସ୍ନାନ କରିଥିଲେ l

Leave A Reply

Your email address will not be published.