ସମ୍ବଲପୁର: ବୁର୍ଲା ଭୀମସାରରେ ପଶିଲା କରୋନା । କାର୍ଡିଓଲୋଜି ବିଭାଗରେ ଚିକିତ୍ସିତ ଜଣେ ରୋଗୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ ୱାର୍ଡକୁ ବିଶୋଧନ କରାଯାଇଛି । ସରକରାଙ୍କ ଗାଇଡଲାଇନ ଅନୁସାରେ ପଦକ୍ଷେପ ନିଆଯାଉଥିବା କହିଛନ୍ତି ଭୀମସାର ସୁପରିଟେଣ୍ଡେଣ୍ଟ । ସଂପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ବି କରାଯାଉଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ, ଡାକ୍ତର ଓ ମେଡିକାଲ କର୍ମଚାରୀଙ୍କର ବି କୋଭିଡ୍ ଟେଷ୍ଟ ହୋଇପାରେ ।
BREAKING NEWS
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
Comments are closed.