ଭୁବନେଶ୍ୱର: ତୈଳ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ପାଳନ କରୁଛି ରାଜ୍ୟ କଂଗ୍ରେସ । ସାରା ରାଜ୍ୟରେ ଏହାର ପ୍ରଭାବ ଅନୁଭୂତ ହୋଇଛି । ବନ୍ଦକୁ ପୂର୍ଣ୍ଣ ମାତ୍ରାରେ ସମର୍ଥନ ମିଳିଥିବା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ତୈଳ ଦର ସାଧାରଣ ଲୋକଙ୍କୁ ବହୁତ ବାଧିଛି । ଦର ହ୍ରାସ ପାଇଁ କେନ୍ଦ୍ର ଉପରେ ରାଜ୍ୟ ସରକାର ଚାପ ପକାନ୍ତୁ । ରାଜ୍ୟ ସରକାର ୧୦ଟଙ୍କା କମ୍ କରନ୍ତୁ ଦାମ୍ । ବନ୍ଦ ପାଳନ ବେଳେ କୌଣସି ସ୍ଥାନରେ ହିଂସାକାଣ୍ଡ ଘଟିଥିଲେ ଦୁଃଖ ପ୍ରକାଶ କରିଛନ୍ତି ନିରଞ୍ଜନ ପଟ୍ଟନାୟକ ।
BREAKING NEWS
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?

Comments are closed.