ଭୁବନେଶ୍ୱର: ସମ୍ବଲପୁରର ବରିଷ୍ଠ କଂଗ୍ରେସ ନେତା ଅଶୋକ ବରିହାଙ୍କ ବିୟୋଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। । ସ୍ୱର୍ଗତ ବରିହାଙ୍କ ତିନି ପିଢ଼ି କଂଗ୍ରେସ ଦଳ ସହିତ ଜଡିତ ରହି କଂଗ୍ରେସ ଦଳକୁ ମଜବୁତ କରିବାରେ ସହାୟକ ହୋଇଥିଲେ । ସେ ଜଣେ ମିଷ୍ଟଭାସୀ, ମେଳାପୀ, ପରୋପକାରୀ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ । ତାଙ୍କ ବିୟୋଗରେ କଂଗ୍ରେସ ଦଳ ଏକ ବିଶିଷ୍ଟ ବ୍ୟକ୍ତିଙ୍କୁ ହରାଇଲା ଏବଂ କଂଗ୍ରେସ ଦଳ ପାଇଁ ଏହା ଏକ ଅପୁରଣୀୟ କ୍ଷତି ବୋଲି କହିବା ପିସିସି ସଭାପତି କହିଛନ୍ତି । ଏଥି ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।
BREAKING NEWS
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
Comments are closed.