ଭୁବନେଶ୍ୱର: ଯାଜପୁର କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଟ୍ରାଜେଡିରେ ୩ଜଣଙ୍କ ମୃତ୍ୟୁ ହୋଇଛି । ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ତୁରନ୍ତ ସହାୟତା ରାଶି ପ୍ରଦାନ କରିବାକୁ ସରକାରଙ୍କ ନିକଟରେ ଦାବି ରଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ । ସେ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଓ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହିତ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବା ପାଇଁ ଦାବି କରିଛନ୍ତି । ଟ୍ରେନ ଲାଇନଚ୍ୟୁତ ହେବାର କାରଣ ଜାଣିବା ପାଇଁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ମଧ୍ୟ ଦାବି କରିଛନ୍ତି ଶରତ ପଟ୍ଟନାୟକ ।
BREAKING NEWS
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ


Comments are closed.