Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ ରେଡ଼୍ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।

ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି । କୁଚିଣ୍ଡା ଏନଏସି ସ୍ଥିତ ଦୁଇ ମହଲା ବାସଭବନ, ନିଜ ପୈତୃକ ଘର ସୁବର୍ଣ୍ଣପାଲି, ଝଙ୍କରପାଲିସ୍ଥିତ ଅଫିସରେ ଚଢ଼ାଉ ଜାରି ରହିଛି ।

Leave A Reply

Your email address will not be published.