ସୁବର୍ଣ୍ଣପୁର: ବିନିକା ରାସ୍ତାର ପାଣିସିଆଲି ଛକରେ ରାସ୍ତା ଅବରୋଧ କଲେ ଗ୍ରାମଵାସୀ । ଗତକାଲି ରାତିରେ ପମ୍ପଚର ହୋଇ ରାସ୍ତା କଡରେ ଛିଡା ହୋଇଥିବା ଏକ ମାଲବାହି ଟ୍ରକରେ ପିଟି ହୋଇ ଦୁଇଜଣ ବାଇକ ଆରୋହୀ ସରୋଜ ଭୋଇ ଓ ଟୁନା ଷାଣ୍ଢଙ୍କ ମୃତ୍ୟୁ ହୋଇଥିଲା । ତେବେ ଉଭୟ ମୃତକ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ କ୍ଷତି ପୂରଣ ଦାବିରେ ମୃତ ଦେହ ରଖି ରାସ୍ତା ଅବରୋଧ କରିଛନ୍ତି ପରିବାର ଲୋକ ଓ ଗ୍ରାମବାସୀ । ଏହା ସହିତ ସଂପୃକ୍ତ ଡ୍ରାଇଭରକୁ ଗିରଫ କରାଯାଉ ବୋଲି ସେମାନେ ଦାବି କରିଛନ୍ତି ।
BREAKING NEWS
- Trump called Putin: ଯୁଦ୍ଧ ଭିତରେ ପୁଟିନଙ୍କୁ ଫୋନ୍ ଲଗାଇଲେ ଟ୍ରମ୍ପ
- ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିକୁ ନେଇ କ୍ଷମା ମାଗିଲା NCERT
- ଶୀଘ୍ର ଶେଷ ହେବ ଇରାନ ଯୁଦ୍ଧ
- ବିସ୍ଫୋରଣରେ କମ୍ପି ଉଠିଲା ତେହେରାନ, ଲେବାନନରେ ୮୩ ଜଣ ଶିଶୁଙ୍କ ମୃତ୍ୟୁ
- ଗୁଣିଗାରେଡି ସନ୍ଦେହରେ ମାଡ଼ ଘଟଣାରେ ୧୦ ଗିରଫ
- ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା, ଆଗକୁ ରହିଛି ସୁପର ଏଲ୍ନିନୋ ଭୟ
- ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬
- Trump Urges Australia: ଇରାନ ମହିଳା ଫୁଟବଲ୍ ଦଳକୁ ଶରଣ ଦିଏ… ଟ୍ରମ୍ପ ଅଷ୍ଟ୍ରେଲିଆକୁ କାହିଁକି କଲେ ଅପିଲ?
- First time in History: ପ୍ରଥମ ଥର ଲାଗି ବ୍ଲୁ ଫ୍ଲାଗ୍ ବିଚରେ ଅଲିଭ ରିଡଲେ; ଦେଲା ୧୧୪ ଅଣ୍ଡା
- ଏଥର ଦୁର୍ଗାପୂଜାରେ ପରଦାକୁ ଆସିବ ଆକ୍ସନ୍, ଥ୍ରିଲର୍ ଫିଲ୍ମ “ମୋନଷ୍ଟର୍: ଦ ଅଲ୍ଟିମେଟ୍’
Comments are closed.