Latest Odisha News

BREAKING NEWS

କୋଭିଡ୍‌ ମୁକାବିଲା: ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ହେଲେ ୪୭୭ ପିଜି ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଏଥିରେ ଅଙ୍କୁଶ ଲଗାଇବା ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ସରକାରଙ୍କୁ ନିଯୁକ୍ତି ଦେଇଛନ୍ତି । ଏହି ପିଜି ଡାକ୍ତର ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଧୀନରେ ୩ ମାସ କାମ କରିବେ । ଏହି ପିଜି ଡାକ୍ତର ମାନେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ପଢୁଛନ୍ତି।

Leave A Reply

Your email address will not be published.