Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ ବର୍ଷର ଦରମା ଦାନ କଲେ ପିନାକୀ ମିଶ୍ର

ପୁରୀ : ବାତ୍ୟା‘ଫନୀ’ରେ କ୍ଷତିଗ୍ରସ୍ତ ଲୋକମାନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜର ଆଗାମୀ ୫ ବର୍ଷର ସାଂସଦ ଦରମା ଦାନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ବରିଷ୍ଠ ବିଜେଡି ନେତା ପିନାକୀ ମିଶ୍ର । ଯିଏକି ଚଳିତ ନିର୍ବାଚନରେ ପୁରୀ ଲୋକସଭା ଆସନରୁ ନିର୍ବାଚିତ ହୋଇଛନ୍ତି ।

ଏନେଇ ଶ୍ରୀଯୁକ୍ତ ମିଶ୍ର ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.