ଭୁବନେଶ୍ବର: ପିପିଲିରେ ଉପନିର୍ବାଚନ ତାତି । ଭୋଟରଙ୍କ ମନ ଜିତିବାକୁ ଜୋରଦାର ପ୍ରଚାର ଚଳାଇଛନ୍ତି ସବୁ ଦଳର ନେତା ଓ କର୍ମୀ । ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ବିଜେଡି ସୁପ୍ରିମୋ । ପିପିଲି ବ୍ଳକ୍ ଓ ଏନଏସି ପାଇଁ କରିବେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କ ପାଇଁ ଡେଲାଙ୍ଗ ବ୍ଳକରେ ଭୋଟ ମାଗିବେ ନବୀନ । ଭର୍ଚୁଆଲ ପ୍ରଚାର ପାଇଁ ପିପିଲି ବ୍ଳକର ତିନୋଟି ସ୍ଥାନରେ ବ୍ୟବସ୍ଥା ହୋଇଛି । ଡେଲାଙ୍ଗ ରେଞ୍ଜ, ବଡ ଆଙ୍କୁଲା ଓ ସିଙ୍ଗ ବ୍ରହ୍ମପୁରରେ କରିବେ ପ୍ରଚାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
BREAKING NEWS
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ
- ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ
- ଧନୀ ହେଉଛନ୍ତି ଆହୁରି ଧନୀ: ଆମେରିକା ଓ ଋଷିଆ ସମେତ ଭାରତର ସମ୍ପତ୍ତିକୁ ନେଇ ବଡ଼ ଖୁଲାସା

Comments are closed.