Latest Odisha News

BREAKING NEWS

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ କରୋନା ପଜିଟିଭ୍

ପିପିଲି: ପିପିଲି ଉପନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏନେଇ‌ ଅଜିତ‌ ଶନିବାର ଦିନ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି।

ତେବେ ସେ କଂଗ୍ରେସ କର୍ମୀଙ୍କୁ ଗୁଜବ ପ୍ରଚାର ନକରିବା ଏବଂ ଦଳ ପାଇଁ ଜୋରଦାର ପ୍ରଚାରରେ ଧ୍ୟାନ ଦେବାକୁ ସେ ଅନୁରୋଧ କରିଛନ୍ତି।

Comments are closed.