ଭୁବନେଶ୍ୱର: ଅଗଷ୍ଟ ମାସ ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ଫଳାଫଳ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ବୁଧବାର ପୂର୍ବାହ୍ନ ୧୧ଟା ୩୦ରେ ଏହି ଫଳାଫଳ ପ୍ରକାଶ ପାଇବା ବେଇ ସୂଚନା ।
ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ଏହି ଫଳାଫଳ ପ୍ରକାଶ ପାଉଛି ରେଜଲ୍ଟ । ଅନ୍ୟପଟେ ଏହି ମାସ ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାପଡିଛି ।
Comments are closed.