Latest Odisha News

BREAKING NEWS

ଫେବ୍ରୁଆରି ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର: ଫେବ୍ରୁଆରି ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ବାର୍ଷିକ ପରୀକ୍ଷା। ଏନେଇ ଆସିଛି ଏକ ବଡ଼ ଖବର। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୫ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଆସନ୍ତା ଫେବ୍ରୁଆରିରୁ ଆରମ୍ଭ ହେବ ବୋଲି କୁହାଯାଇଛି।

ସୂଚନାଯୋଗ୍ୟ, ଯୁକ୍ତ ୨ ବାର୍ଷିକ ପରୀକ୍ଷା-୨୦୨୫ ପାଇଁ ଏବେ ଫର୍ମ ଫିଲଅପ୍‌ ଜାରି ରହିଛି।

 

 

Comments are closed.