ପୁରୀ : ଯୁକ୍ତ ଦୁଇ ଦ୍ବିତୀୟ ବର୍ଷର ଛାତ୍ରୀ ସୁମିତ୍ରା ପଣ୍ଡାଙ୍କ ମୃତ ଦେହ ଉଦ୍ଧାର । ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। କଲେଜ ପରିସରରେ ଥିବା ସୁକନ୍ୟା ଛାତ୍ରୀନିବାସ ୧୨ ନମ୍ବର ରୁମ୍ ରେ ଛାତ୍ରୀଙ୍କ ମୃତ ଦେହ ମିଳିଛି । ମୃତ ଛାତ୍ରୀଙ୍କ ଘର ବଳଙ୍ଗା ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗାଁରେ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ଟାଉନଥାନା ପୋଲିସ ପହଞ୍ଚି ଶବ ବ୍ୟବଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ଏନେଇ ମୃତକଙ୍କ ପରିବାର ହତ୍ୟା ଅଭିଯୋଗ ଛନ୍ତି।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.