ଭୁବନେଶ୍ବର : +୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା। ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେବ। ଜାନୁଆରୀ ୨ତାରିଖରୁ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପ୍ରାକ୍ଟିକାଲ୍ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି।

ଏଥିସହିତ ଫେବୃୟାରୀ ୧୬ ତାରିଖରୁ ଥିଓରୀ ପରୀକ୍ଷା ଆରମ୍ଭ ହୋଇପାରେ ବୋଲି ମଧ୍ୟ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ କହିଛନ୍ତି।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା

Comments are closed.