Latest Odisha News

ପିଏମ୍‌ ଆବାସ ଆବେଦନ ୩୦ରେ ସରିବ

ଭୁବନେଶ୍ଵର: ପିଏମ୍‌ ଆବାସ ଆବେଦନ ଶେଷ ତାରିଖ ମେ ୩୦। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।

ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷରୁ ଊର୍ଦ୍ଧ୍ବ ଆବେଦନ ଆସି ସାରିଲାଣି। ଯେଉଁମାନେ ପଞ୍ଜୀକରଣ କରି ନାହାନ୍ତି ଏହି ଅବଧି ଭିତରେ କରି ନିଅନ୍ତୁ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ। ଏହା ପରେ ସରକାର ସର୍ଭେ କରି ତଥ୍ୟ ସଂଗ୍ରହ କରିବେ।

 

Comments are closed.