ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜିର ଦିନରେ ଏକ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବରେ ଘୋଷିତ ହୋଇଥିଲା ଓଡ଼ିଶା ।
ଉତ୍କଳ ଦିବସର ପବିତ୍ର ଅବସରରେ ଶୁଭକାମନା । ଓଡ଼ିଶାର ବିଶେଷ ସଂସ୍କୃତିକୁ ମୋର ସମ୍ମାନ । ଦେଶର ପ୍ରଗତି ପାଇଁ ଓଡ଼ିଶାର ଜନସାଧାରଣଙ୍କ ଅବଦାନ ଅତୁଳନୀୟ । ରାଜ୍ୟର ଜନସାଧାରଣଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି ।
— Narendra Modi (@narendramodi) April 1, 2021
ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।
ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ ର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା pic.twitter.com/SUmog0leo7
— Naveen Patnaik (@Naveen_Odisha) April 1, 2021
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।
ଅଧିକ ପଢନ୍ତୁ- ଆଜି ଉତ୍କଳ ଦିବସ: ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ
Comments are closed.