Latest Odisha News

BREAKING NEWS

ଉତ୍କଳ ଦିବସ; ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ‌ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜିର ଦିନରେ ଏକ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବରେ ଘୋଷିତ ହୋଇଥିଲା ଓଡ଼ିଶା ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।

ଅଧିକ ପଢନ୍ତୁ- ଆଜି ଉତ୍କଳ ଦିବସ: ପରାଧୀନତାର ଶୃଙ୍ଖଳରୁ ମୁକ୍ତ ହୋଇ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ

Leave A Reply

Your email address will not be published.