Latest Odisha News

BREAKING NEWS

‘ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ’ ଅବସରରେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।

ଏହି ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.