Latest Odisha News

ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ ଓ ନବୀନ

ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଅଭିବାଦନ ଜଣାଇଛନ୍ତି ।

Leave A Reply

Your email address will not be published.