ନୂଆଦିଲ୍ଲୀ: ବୁଧବାର କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଏକ ଟୁଇଟ୍ରେ କହିଛନ୍ତି ଯେ ମମତା ଦିଦିଙ୍କୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ।
ଏହାପୂର୍ବରୁ ମମତାଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖର ଶପଥ ପାଠ କରାଇଥିଲେ।
Comments are closed.