Latest Odisha News

BREAKING NEWS

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଓଡ଼ିଶାରେ ବିଜୁ ଜନତା ଦଳ ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଅଦ୍ଭୁତପୂର୍ବ ସଫଳତା ହାସଲ କରିପାରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ବିଜେଡ଼ି ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

“ଓଡ଼ିଶାରେ ପୁଣି ଥରେ ସଫଳତା ହାସଲ କରିପାରିଥିବାରୁ ନବୀନ ବାବୁଙ୍କୁ ଅଭିନନ୍ଦନ । ଆଉ ଗୋଟିଏ ପାଳି ଲାଗି ମୁଁ ତାଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି,” ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.