ନୂଆଦିଲ୍ଲୀ: ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ । ମୁମ୍ବାଇ ବାଣ୍ଡ୍ରା ସ୍ଥିତ ତାଙ୍କ ବାସଭବନରେ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମନୋରଂଜନ ଜଗତର ଜଣେ ଉଜ୍ୱଳ ତାରକା ଖବୁଶୀଘ୍ର ଆମକୁ ଛାଡି ଚାଲିଗଲେ । ଟେଲିଭିଜନ ଓ ଫିଲ୍ମ ଜଗତରେ ସୁଶାନ୍ତ ଜଣେ ବେଶ ସଫଳ ଅଭିନେତା ଥିଲେ । ସୁଶାନ୍ତଙ୍କ ସଫଳତା ବଲିଉଡ ଜଗତରେ ଅନେକଙ୍କୁ ପ୍ରେରଣା ଯୋଗଇବ । ତାଙ୍କ ମୃତ୍ୟୁରେ ଗଭୀର ଭାବେ ଦୁଃଖିତ ଓ ମର୍ମହାତ ବୋଲି ସେ କହିଛନ୍ତି । ଭଗବାନ ତାଙ୍କ ପରିବାରକୁ ଶକ୍ତି ଦିଅନ୍ତୁ ବୋଲି ମୋଦୀ କହିଛନ୍ତି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.