ନୂଆଦିଲ୍ଲୀ: ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ । ମୁମ୍ବାଇ ବାଣ୍ଡ୍ରା ସ୍ଥିତ ତାଙ୍କ ବାସଭବନରେ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମନୋରଂଜନ ଜଗତର ଜଣେ ଉଜ୍ୱଳ ତାରକା ଖବୁଶୀଘ୍ର ଆମକୁ ଛାଡି ଚାଲିଗଲେ । ଟେଲିଭିଜନ ଓ ଫିଲ୍ମ ଜଗତରେ ସୁଶାନ୍ତ ଜଣେ ବେଶ ସଫଳ ଅଭିନେତା ଥିଲେ । ସୁଶାନ୍ତଙ୍କ ସଫଳତା ବଲିଉଡ ଜଗତରେ ଅନେକଙ୍କୁ ପ୍ରେରଣା ଯୋଗଇବ । ତାଙ୍କ ମୃତ୍ୟୁରେ ଗଭୀର ଭାବେ ଦୁଃଖିତ ଓ ମର୍ମହାତ ବୋଲି ସେ କହିଛନ୍ତି । ଭଗବାନ ତାଙ୍କ ପରିବାରକୁ ଶକ୍ତି ଦିଅନ୍ତୁ ବୋଲି ମୋଦୀ କହିଛନ୍ତି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.