Latest Odisha News

BREAKING NEWS

କରୋନା ସଂକ୍ରମଣ ଯୋଗୁ ପର୍ତ୍ତୁଗାଲ ଓ ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି 

ନୂଆଦିଲ୍ଲୀ: ଭାରତରେ କରୋନାର ଦ୍ବିତୀୟ ଲହର ସାଂଘାତିକ ହେଲାଣି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପର୍ତ୍ତୁଗାଲ ଓ ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ବୋଲି ଜଣାପଡିଛି ।ଆସନ୍ତା 8ରେ ପର୍ତ୍ତୁଗାଲରେ ଆୟୋଜିତ ହେବାକୁ ଥିବା ଭାରତ – ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା । 

କରୋନା ଅଣାୟତ ହେବା ଯୋଗୁ ପୂର୍ବରୁ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମଧ୍ୟ ନିଜ ଗସ୍ତକୁ ବାତିଲ କରିଛନ୍ତି । ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ତାଙ୍କ ଭାରତ ଗସ୍ତ ବାତିଲ କରିଛନ୍ତି । ଭାରତ- ବ୍ରିଟେନ୍ ସମ୍ପର୍କକୁ ସୁଦୃଢ କରିବା ପାଇଁ ଉଭୟ ପକ୍ଷ ଭର୍ଚୁଆଲ ବୈଠକ କରିବେ ବୋଲି ଜଣାପଡିଛି । 

Leave A Reply

Your email address will not be published.