Latest Odisha News

BREAKING NEWS

ଜାପାନରେ ମୋଦୀ, ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ

ନୂଆଦିଲ୍ଲୀ : ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଜାପାନରେ ପହଞ୍ଚିଛନ୍ତି ।

ଜାପାନର ଓସାକା ବିମାନବନ୍ଦରରେ ମୋଦୀ ପହଞ୍ଚିବା ପରେ ତାଙ୍କୁ ସେଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ନେଇ ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ବର୍ତ୍ତମାନ ସମୟରେ ବିଶ୍ୱରେ ଦେଖାଯାଉଥିବା ସମସ୍ୟା ସମ୍ପର୍କରେ ମୋଦୀ ଜି-୨୦ ରାଷ୍ଟ୍ରମୁଖ୍ୟ ମାନଙ୍କ ସହ ଆଲୋଚନା କରିବେ ।ଅପରପକ୍ଷରେ ଏହି ସମ୍ମିଳନୀରେ ୨୦ଟି ଦେଶର ରାଷ୍ଟ୍ରମୁଖ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହ ମୋଦୀ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

Leave A Reply

Your email address will not be published.