Latest Odisha News

BREAKING NEWS

ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର  ଅର୍ଥାତ୍ ଏପ୍ରିଲ୍ ୧୪ ତାରିଖ ଦିନ ସକାଳ ୧୦ଟା ସମୟରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ଦିନ ମୋଦୀ ଟ୍ୱିଟ୍ ମାଧ୍ୟମରେ ଜଣାଇଛନ୍ତି ।

ଏବେ ଦେଶବ୍ୟାପି କରୋନା ଭୂତାଣୁ ସଂକ୍ରମଣ ଜନିତ ଲକ୍‌ଡ଼ାଉନର ବୃଦ୍ଧିନେଇ ଦେଶବାସୀଙ୍କୁ ସ୍ପଷ୍ଟୀକରଣ ଦେବେ ବୋଲି ଅନୁମାନ କରାଯାଉଛି ।

ଦେଶରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଏହି ଅବଧିକୁ ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଓଡ଼ିଶା ବ୍ୟତୀତ ପଞ୍ଜାବ ଏବଂ ରାଜସ୍ଥାନ ମଧ୍ୟ ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡ଼ାଉନକୁ ବୃଦ୍ଧି କରିଛନ୍ତି ।

Leave A Reply

Your email address will not be published.