ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଟ୍ବିଟ୍ କରି କହିଛନ୍ତି, “ମୋ ମନ୍ତ୍ରିମଣ୍ଡଳର ସହକର୍ମୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଅଭିନନ୍ଦନ । ସେ ପେଟ୍ରୋଲିୟମ ଏବଂ ଇସ୍ପାତ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ପ୍ରଭାବଶାଳୀ ଅବଦାନ ରଖିଛନ୍ତି । ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ମୁଁ ପ୍ରାର୍ଥନା କରୁଛି”।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.