ଢାକା: ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସେ ଢାକାରେ ପହଞ୍ଚିଛନ୍ତି । କରୋନା ମହାମାରୀ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ । ଢାକା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖେଶ ହସିନା । ବାଂଲାଦେଶ ଗଠନର ୫୦ ବର୍ଷ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ତାଙ୍କ ସହ ସାମିଲ ହେବେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ।

ଦୁଇ ଦିନିଆ ଗସ୍ତରେ ମାରାଥନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଂଲାଦେଶ ଗଠନରେ ଭାରତର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା । ସେଥିପାଇଁ ପ୍ରଧାନମନ୍ତ୍ରୀକୁ ନିମନ୍ତ୍ରଣ କରିଥିଲା ବାଂଲାଦେଶ । ସାବରରେ ଥିବା ରାଷ୍ଟ୍ରୀୟ ସହିଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱର୍ଣ୍ଣର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଶେଖ ହସିନାଙ୍କ ସହ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହେବ । ଏହାସହ ବାଂଲାଦେଶ ରାଷ୍ଟ୍ରପତି ଅବଦୁଲ୍ ହମିଦ୍ଙ୍କୁ ମଧ୍ୟ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.