Latest Odisha News

BREAKING NEWS

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଆଜି ହେଉଛି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଟୁଇଟ ଯୋଗେ କହିଛନ୍ତି ଯେ, ରାଷ୍ଟ୍ରପତି ଜୀଙ୍କୁ ତାଙ୍କ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ତାଙ୍କର ସମୃଦ୍ଧ ଜ୍ଞାନ ଏବଂ ନୀତି ସମ୍ବନ୍ଧୀୟ ବୁଝାମଣା ଆମ ଦେଶ ପାଇଁ ମହତ୍ୱପୂର୍ଣ୍ଣ । ସେ ଅତ୍ୟନ୍ତ ଦୟାଳୁ । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ପାଇଁ ପ୍ରଧାନମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.