ନୂଆଦିଲ୍ଲୀ: ଦୀପାବଳି ପରେ ଦେଶର ବିଭିନ୍ନ ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଶୀତ ଋତୁ ଥିବାରୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ । ବିଭିନ୍ନ ରାଜ୍ୟରେ କୋଭିଡ ସ୍ଥିତି କିପରି ରହିଛି, ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ମୋଦି ମାଗିବେ ଡିସେମ୍ବର ପ୍ଲାନ
କରୋନା ମୁକାବିଲାରେ ଡିସେମ୍ବର ପ୍ଲାନ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଏବେ ଦେଶରେ ଦୈନିକ 50 ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ, ଆସାମ ଭଳି କିଛି ରାଜ୍ୟରେ ପଜିଟିଭ୍ କେସ୍ ହଠାତ୍ ବଢିଛି ।
ଟିକା ବିତରଣ ନେଇ କରିବେ ଆଲୋଚନା
କରୋନା ସ୍ଥିତି ସହ ଟିକା ବଣ୍ଟନର ରଣନୀତି କଣ ରହିବ ସେ ପ୍ରସଙ୍ଗରେ ମଧ୍ୟ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ନେଇ ସୂଚନା ମିଳିଛି । ଭାରତରେ ବର୍ତ୍ତମାନ ୫ଟି ଟିକାର ପରୀକ୍।ଣ ବିଭିନ୍ନ ପର୍ଯ୍ୟାୟରେ ଜାରି ରହିଛି । ଟିକା ଆସିଲେ କିଭଳି ସଠିକ ଭାବରେ ବିତରଣ କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀମାନଙ୍କଠାରୁ ମତ ଲୋଡ଼ିପାରନ୍ତି ପ୍ରଧାନମନ୍ତ୍ରୀ ।
BREAKING NEWS
- FBIର ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ନାଁ
- CEC ଜ୍ଞାନେଶ କୁମାରଙ୍କୁ ନିଲମ୍ବନ ପାଇଁ ଆବେଦନ, ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟରେ ଶୁଣାଣି
- ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ
- Odisha Textbook Scam: ୧୭୫ କୋଟିର ବହି, ୧୭୪୧ ତ୍ରୁଟି; ପାଠ୍ୟପୁସ୍ତକ ବିବାଦରେ PMO ହସ୍ତକ୍ଷେପ, ମୋହନ ସରକାରଙ୍କୁ ଜବାବ ତଲବ
- ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍, ୫.୧୫ ଲକ୍ଷ ଜବତ କଲା ଭିଜିଲାନ୍ସ
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…

Comments are closed.