ସମ୍ବଲପୁର: IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ ପ୍ରମୁଖ ସାମିଲ ହେବେ ।

ଗୋଶାଳା ନିକଟସ୍ଥ ବସନ୍ତପୁରରେ ଆଇଆଇଏମର ନିଜସ୍ୱ କ୍ୟାମ୍ପସ ତିଆରି ହେବ । ଏଥିପାଇଁ ୨୦୦ ଏକର ଜମି ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ଆସନ୍ତା ୨୦୨୨, ଏପ୍ରିଲ ସୁଦ୍ଧା ଆଇଆଇଏମ୍ କ୍ୟାମ୍ପସର ର୍ନିମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ଆଇଆଇଏମ୍ ସମ୍ୱଲପୁର ବୁର୍ଲା ଜ୍ୟୋତି ବିହାର ୟୁନିଭର୍ସିଟି ସ୍ଥିତ ଅସ୍ଥାୟୀ କ୍ୟାମ୍ପସରେ ଚାଲୁଛି ।
BREAKING NEWS
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
Comments are closed.