Latest Odisha News

ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ରାଜଘଟ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଆଜି ହେଉଛି ୭୨ ତମ ଶ୍ରାଦ୍ଧ ବାର୍ଷିକ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘଟ ଯାଇ ରାଷ୍ଟ୍ର ନାୟକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ୩ ସେନା ମୁଖ୍ୟ ପ୍ରମୁଖ ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Leave A Reply

Your email address will not be published.