ଭୁବନେଶ୍ବର: ଆଜି ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ବିଶେଷ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଓଡିଆ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି।
ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ସଂକ୍ରାନ୍ତି ଅବସରରେ ଅଭିନନ୍ଦନ । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା ।
Happy #OdiaNewYear and Maha Bishuba Pana Sankranti. May the coming year bring happiness and good health in everyone’s lives.
— Narendra Modi (@narendramodi) April 13, 2020
ମୋଦୀ ଟ୍ୱିଟ କରି ଏହି ଶୁଭେଚ୍ଛା ପ୍ରଦାନ କରିଛନ୍ତି । ଓଡ଼ିଶାବାସୀଙ୍କୁ ଓଡ଼ିଆରେ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା ଦେବା ସହ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ ଓ ବର୍ଷ ସାରା ଖୁସି ଓ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମୋଦୀ ପ୍ରାର୍ଥନା କରିଛନ୍ତି ।
Comments are closed.