Latest Odisha News

BREAKING NEWS

ଓଡ଼ିଆରେ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ବର: ଆଜି ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ବିଶେଷ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଓଡିଆ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି।

ମୋଦୀ ଟ୍ୱିଟ କରି ଏହି ଶୁଭେଚ୍ଛା ପ୍ରଦାନ କରିଛନ୍ତି । ଓଡ଼ିଶାବାସୀଙ୍କୁ ଓଡ଼ିଆରେ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା ଦେବା ସହ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ ଓ ବର୍ଷ ସାରା ଖୁସି ଓ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମୋଦୀ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.