Latest Odisha News

BREAKING NEWS

ବୈକୁଣ୍ଠନାଥଙ୍କ ତ୍ରୟୋଦଶ ବାଣୀର କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର : ଏକାମ୍ର ସତ୍ୟ ସେବାଶ୍ରମରେ ସନ୍ଥ ବୈକୁଣ୍ଠନାଥଙ୍କ ତ୍ରୟୋଦଶ ବାଣୀର କବିତା ସଙ୍କଳନ ଉନ୍ମୋଚିତ ହୋଇଯାଇଛି।

ଗୌରୀଶଙ୍କର ମହାନ୍ତିଙ୍କ ଅନୁବାଦିତ ଓ ଧଉଳି ପବ୍ଲିକେଶନ ଦ୍ୱାରା ସଙ୍କଳିତ ଏହି ପୁସ୍ତକର ଉନ୍ମୋଚନ ଉତ୍ସବରେ ସନ୍ଥ ବାଳକା ନନ୍ଦ ଦାସ ,ସତ୍ୟାନନ୍ଦ ଦାସ, ବ୍ରହ୍ମପ୍ରକାଶ ପଟ୍ଟନାୟକ , ଡ. ହରିପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.