ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ବିଶ୍ୱରେ ୨୧ ଦିନ ପାଇଁ ଲକ୍ ଡାଇନ୍ ଘୋଷଣା କରାଯାଇଛି । ତେବେ ରାଜ୍ୟରେ ଲକ୍ ଡାଉନ୍ ନିୟମକୁ ଅନେକ ଲୋକେ ମାନୁ ନାହାନ୍ତି । ଏହାକୁ ବେଖାତିର କରୁଛନ୍ତି ।
ରାଜ୍ୟରେ ଲକ ଡାଉନ ଆଇନ୍ ଉଲ୍ଲଂଘନକାରୀଙ୍କ ସଂଖ୍ୟା ଦିନକୁ ବଢ଼ିବାରେ ଲାଗିଛି । ଲକ ଡାଉନ୍ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୨ ଦୋକାନୀଙ୍କୁ ପୋଲିସ ଗିରଫ କରିଛି । ଗିରଫ ଦୋକାନୀଙ୍କ ମଧ୍ୟରେ ଭଦ୍ରକର ୧୬ ଜଣ ଓ ମାଲକାନଗିରିର ୬ ଜଣ ଅଛନ୍ତି । ତାଲା ବନ୍ଦ ସତ୍ତ୍ୱେ ଦୋକାନ ଖୋଲି ଭିଡ ଜମାଉଥିବା ଅଭିଯୋଗରେ ଏମାନଙ୍କୁ ପୋଲିସ ଗିରଫ କରିଛି ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା
- ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ଧରିଲା ଭିଜିଲାନ୍ସ: ୧.୧୫ କୋଟି ଆତ୍ମସାତ୍ ମାମଲାରେ ଜୁନିୟର ଆସିଷ୍ଟାଣ୍ଟ ଗିରଫ
- ଆଲୋଚନା ମାଧ୍ୟମରେ ଭାରତ – ବାଂଲାଦେଶ ବିବାଦର ସମାଧାନ କର : ବାଂଲା ରାଷ୍ଟ୍ରପତି

Comments are closed.